Psalms 106:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ଜଳରାଶିଦ୍ବାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ। ସମାନଙ୍କେ ମଧ୍ଯରୁ ଜଣେ କହେି ରକ୍ଷା ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜଳରାଶିଦ୍ୱାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ। ସେମାନଙ୍କ ମଧ୍ୟରୁ ଜଣେ କେହି ରକ୍ଷା ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଜଳରାଶି ସେମାନଙ୍କ ବିପକ୍ଷଗଣକୁ ଆଚ୍ଛାଦନ କଲା; ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ରହିଲା ନାହିଁ।