Psalms 106:12 — Compare Translations

5 translations compared side by side

Odia - 1840
"ଏହାପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ବର ୟାହା କଲେ ତାହା ବିଶ୍ବାସ କଲେ। ସମାନେେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ଵାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ୱର ଯାହା କଲେ ତାହା ବିଶ୍ୱାସ କଲେ। ସେମାନେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତାହାଙ୍କ ଲୋକମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।