Psalms 106:13 — Compare Translations
5 translations compared side by side
Odia - 1840
"କିନ୍ତୁ ପରମେଶ୍ବର କରିଥିବା କାର୍ୟ୍ଯଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ। ସମାନେେ ପରମେଶ୍ବରଙ୍କ ଉପଦେଶ ଶୁଣିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର କରିଥିବା କାର୍ଯ୍ୟଗୁଡ଼ିକୁ ଆମ୍ଭର ପୂର୍ବପୁରୁଷମାନେ ଅତି ଶୀଘ୍ର ଭୁଲିଗଲେ। ସେମାନେ ପରମେଶ୍ୱରଙ୍କ ଉପଦେଶ ଶୁଣିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରି ଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;