Psalms 106:14 — Compare Translations

5 translations compared side by side

Odia - 1840
"ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶଯ ଲୋଭଗ୍ରସ୍ତ ହେଲେ ଓ ମରୁଭୂମିରେ ପରମେଶ୍ବରଙ୍କୁ ପରୀକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରା; ହେଲେ ଓ ମରୁଭୂମିରେ ପରମେଶ୍ଵରଙ୍କୁ ପରୀକ୍ଷା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାନ୍ତରରେ ଆମ୍ଭର ପୂର୍ବପୁରୁଷଗଣ ଅତିଶୟ ଲୋଭଗ୍ରସ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।