Psalms 106:15 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ। କିନ୍ତୁ ପରମେଶ୍ବର ସମାନଙ୍କେୁ ଭୟଙ୍କର ରୋଗ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ। କିନ୍ତୁ ପରମେଶ୍ୱର ସେମାନଙ୍କୁ ଭୟଙ୍କର ରୋଗ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସେମାନଙ୍କ ପ୍ରାର୍ଥିତ ବିଷୟ ଦେଲେ; ମାତ୍ର ସେମାନଙ୍କ ପ୍ରାଣରେ କ୍ଷୀଣତା ପ୍ରେରଣ କଲେ।