Psalms 106:16 — Compare Translations
5 translations compared side by side
Odia - 1840
"ଲୋକମାନେ ମାଶାଙ୍କେ ପ୍ରତି ଇର୍ଷା କଲେ। ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ୟାଜକ ହାରୋଣଙ୍କ ପ୍ରତି ଇର୍ଷାପରାଯଣ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ। ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।