Psalms 106:17 — Compare Translations
5 translations compared side by side
Odia - 1840
"ତଣେୁ ପରମେଶ୍ବର ସହେି ଇର୍ଷାପରାଯଣ ଲୋକମାନଙ୍କୁ ଦଣ୍ଡିତ କଲେ। ପୃଥିବୀ ଫାଟି ୟାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ଯ ଗ୍ରାସ କଲା ପୁଣି ୟୋଡ଼ି ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ଆଚ୍ଛାଦନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ସେହି ଈର୍ଷାପରାୟଣ ଲୋକମାନଙ୍କୁ ଦଣ୍ଡିତ କଲେ। ପୃଥିବୀ ଫାଟି ଯାଇ ଦାଥନକୁ ଗ୍ରାସ କଲା ଓ ଅବିରାମର ଦଳକୁ ମଧ୍ୟ ଗ୍ରାସ କଲା ପୁଣି ଯୋଡ଼ି ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମର ଦଳକୁ ଆଚ୍ଛାଦନ କଲା।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ଫାଟିଯାଇ ଦାଥନକୁ ଗ୍ରାସ କଲା ଓ ଅବୀରାମ୍ର ଦଳକୁ ଆଚ୍ଛାଦନ କଲା।