Psalms 106:18 — Compare Translations
5 translations compared side by side
Odia - 1840
"ଏହାପରେ ସମାନଙ୍କେ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ଜ୍ବଳିତ ହେଲା। ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ଵଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନଙ୍କ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା। ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।