Psalms 106:19 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ହୋରବରେେ ଏକ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢ଼ଳା ପ୍ରତିମାକୁ ପୂଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ହୋରେବରେ ଏକ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପୂଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।