Psalms 106:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କୁ କହେି ବର୍ଣ୍ଣନା କରିପାରିବେ ନାହିଁ। ତାଙ୍କର ପୂର୍ଣ୍ଣ ପ୍ରଶଂସା କହେି କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ। ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ?