Psalms 106:20 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ମହିମାନ୍ବିତ ପରମେଶ୍ବରଙ୍କର ଏକ ତୃଣଭକ୍ଷଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବପୋର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ଵରୂପଙ୍କୁ ପରିବର୍ତ୍ତନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ମହିମାନ୍ୱିତ ପରମେଶ୍ୱରଙ୍କର ଏକ ତୃଣଭକ୍ଷ୍ୟଣକାରୀ ଷଣ୍ଢର ପ୍ରତିମୂର୍ତ୍ତି ତିଆରି କରି ବେପାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।