Psalms 106:21 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ କିନ୍ତୁ ସମାନେେ ତାଙ୍କ ବିଷଯରେ ସମ୍ପୂର୍ଣ୍ଣ ଭୁଲିଗଲେ। ସେ ସମାନଙ୍କେ ପାଇଁ ମିଶରରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମିସରରେ ବିବିଧ ମହତ କର୍ମ, ହାମ୍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସମୁଦ୍ର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ, କିନ୍ତୁ ସେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଭୁଲିଗଲେ। ସେ ସେମାନଙ୍କ ପାଇଁ ମିଶରରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟମାନ ସେମାନେ ଭୁଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;
Odia IRV 2017 (ଓଡିଆ ବାଇବେଲ)
ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;