Psalms 106:22 — Compare Translations

5 translations compared side by side

Odia - 1840
"ପରମେଶ୍ବର ହାମାେସ ଦେଶରେ ଆଶ୍ଚର୍ୟ୍ଯ କ୍ରିଯାମାନ କଲେ। ପରମେଶ୍ବର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ୟ୍ଯସାଧନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ଵରଙ୍କୁ ପାସୋରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହାମୋସ ଦେଶରେ ଆଶ୍ଚର୍ଯ୍ୟ କ୍ରିୟାମାନ କଲେ। ପରମେଶ୍ୱର ଲୋହିତ ସମୁଦ୍ର ନିକଟରେ ଭୟଙ୍କର କାର୍ଯ୍ୟସାଧନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।