Psalms 106:25 — Compare Translations

5 translations compared side by side

Odia - 1840
"ଆମ୍ଭର ପୂର୍ବପୁରୁଷଗଣ ପରମେଶ୍ବରଙ୍କୁ ମାନିବାକୁ ମନା କଲେ ଏବଂ ସମାନଙ୍କେ ଗୃହରେ ସମାନେେ ଅଭିଯୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପୂର୍ବପୁରୁଷଗଣ ପରମେଶ୍ୱରଙ୍କୁ ମାନିବାକୁ ମନା କଲେ ଏବଂ ସେମାନଙ୍କ ଗୃହରେ ସେମାନେ ଅଭିଯୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।