Psalms 106:26 — Compare Translations

5 translations compared side by side

Odia - 1840
"ତଣେୁ ପରମେଶ୍ବର ସମାନଙ୍କେୁ ମରୁଭୂମିରେ ବିନାଶ କରିବା ପାଇଁ ଶପଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ସେମାନଙ୍କୁ ମରୁଭୂମିରେ ବିନାଶ କରିବା ପାଇଁ ଶପଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ