Psalms 106:27 — Compare Translations

5 translations compared side by side

Odia - 1840
"ପରମେଶ୍ବର ପ୍ରତିଜ୍ଞା କଲେ ୟେ, ଅନ୍ୟ ଦେଶରେ ସହେି ଲୋକମାନଙ୍କର ଭବିଷ୍ଯତ୍ ବଂଶଧରଙ୍କୁ ପରାସ୍ତ କରିବେ। ସହେି ଅନ୍ୟ ଦେଶ ମଧ୍ୟରେ ସେ ସମାନଙ୍କେ ପୂର୍ବପୁରୁଷଗଣଙ୍କୁ ଛିନ୍ନଛତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପ୍ରତିଜ୍ଞା କଲେ ଯେ, ଅନ୍ୟ ଦେଶରେ ସେହି ଲୋକମାନଙ୍କର ଭବିଷ୍ୟଦ୍ ବଂଶଧରଙ୍କୁ ପରାସ୍ତ କରିବେ। ସେହି ଅନ୍ୟ ଦେଶ ମଧ୍ୟରେ ସେ ସେମାନଙ୍କ ପୂର୍ବପୁରୁଷଗଣଙ୍କୁ ଛିନ୍ନଛତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଓ ନାନା ଦେଶରେ ସେମାନଙ୍କୁ ଛିନ୍ନଭିନ୍ନ କରିବା ପାଇଁ ସେମାନଙ୍କ ପ୍ରତି ଆପଣା ହସ୍ତ ଉଠାଇଲେ।