Psalms 106:28 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବରଙ୍କ ଲୋକମାନେ ବାଲ୍-ପିୟୋର ସବୋ କଲେ। ସମାନେେ ଅନ୍ୟ ଦବେତାମାନଙ୍କଠାରେ ବଳି ଦିଆୟାଇଥିବା ପଶୁମାନଙ୍କର ମାଂସ ଭକ୍ଷଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱରଙ୍କ ଲୋକମାନେ ବାଲ୍-ପିୟୋରର ସେବା କଲେ। ସେମାନେ ଅନ୍ୟ ଦେବତାମାନଙ୍କଠାରେ ବଳି ଦିଆଯାଇଥିବା ପଶୁମାନଙ୍କର ମାଂସ ଭକ୍ଷ୍ୟଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।