Psalms 106:29 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେ ଉପରେ କୋର୍ଧ ପ୍ରକାଶ କଲେ। ତଣେୁ ସେ ସମାନଙ୍କେ ମଧ୍ୟରେ ମହାମାରୀ ପ୍ରଦର୍ଶନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ଵାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧ ପ୍ରକାଶ କଲେ। ତେଣୁ ସେ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରଦର୍ଶନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।