Psalms 106:3 — Compare Translations

5 translations compared side by side

Odia - 1840
"ଯେଉଁ ଲୋକେ ପରମେଶ୍ବରଙ୍କ ନିର୍ଦ୍ଦଶେ ମାନନ୍ତି ସମାନେେ ଖୁସି ରହନ୍ତି। ୟିଏ ସର୍ବଦା ସୁକାର୍ୟ୍ଯ କରିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି। ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।