Psalms 106:30 — Compare Translations

5 translations compared side by side

Odia - 1840
"କିନ୍ତୁ ପୀନହସ୍ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ବର ତା'ର ମହାମାରୀ ଦୂର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପୀନହସ୍ ଠିଆ ହୋଇ ଦଣ୍ତାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପୀନହସ୍ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ୱର ତା’ର ମହାମାରୀ ଦୂର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପୀନହସ୍‍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପୀନହସ୍‍ ଠିଆ ହୋଇ ଦଣ୍ଡାଜ୍ଞା ସାଧନ କଲା; ତହିଁରେ ମହାମାରୀ ନିବୃତ୍ତ ହେଲା।