Psalms 106:31 — Compare Translations
5 translations compared side by side
Odia - 1840
"ପରମେଶ୍ବର ଜାଣିଲେ ପୀନହସ୍ ସୁକର୍ମ କଲା। ପରମେଶ୍ବର ତାଙ୍କୁ ଅନନ୍ତକାଳ ମନେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜାଣିଲେ ପୀନହସ୍ ସୁକର୍ମ କଲା। ପରମେଶ୍ୱର ତାଙ୍କୁ ଅନନ୍ତକାଳ ମନେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତାହା ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା।