Psalms 106:32 — Compare Translations
5 translations compared side by side
Odia - 1840
"ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ, ତଣେୁ ସମାନଙ୍କେ ସକାଶୁ ମାଶାଙ୍କେୁ ବହୁତ ବିପଦ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା;
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କୁ ବହୁତ ବିପଦ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ମିରୀବାଃ ଜଳ ନିକଟରେ ତାହାଙ୍କୁ କ୍ରୁଦ୍ଧ କଲେ, ତେଣୁ ସେମାନଙ୍କ ସକାଶୁ ମୋଶାଙ୍କର ବିପଦ ଘଟିଲା,