Psalms 106:33 — Compare Translations
5 translations compared side by side
Odia - 1840
"ସେ ଲୋକମାନେ ମାଶାଙ୍କେୁ ବିରକ୍ତ କଲେ। ତଣେୁ ମାଶାେ କିଛି ନ ବିଚାରି କହିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନେ ତାହାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକମାନେ ମୋଶାଙ୍କୁ ବିରକ୍ତ କଲେ। ତେଣୁ ମୋଶା କିଛି ନ ବିଗ୍ଭରି କହିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।