Psalms 106:35 — Compare Translations

5 translations compared side by side

Odia - 1840
"ସମାନେେ ଅନ୍ୟଦେଶୀଯଙ୍କ ସଙ୍ଗେ ମିଶିଲେ ଏବଂ ସମାନଙ୍କେ କ୍ରିଯାସକଳ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅନ୍ୟ ଦେଶୀୟଙ୍କ ସଙ୍ଗେ ମିଶିଲେ ଏବଂ ସେମାନଙ୍କ କ୍ରିୟାସକଳ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅନ୍ୟ ଦେଶୀୟମାନଙ୍କ ସଙ୍ଗେ ମିଶ୍ରିତ ହେଲେ ଓ ସେମାନଙ୍କ କ୍ରିୟାସବୁ ଶିଖିଲେ।