Psalms 106:36 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଲୋକମାନେ ଦବେତାମାନଙ୍କୁ ପୂଜା କରିବାକୁ ଆରମ୍ଭ୍ କଲେ, ୟାହାକି ଅନ୍ୟ ଲୋକମାନେ କରୁଥିଲେ ଏବଂ ସହେି ମୂର୍ତ୍ତିଗୁଡ଼ିକ ଫାନ୍ଦରେ ପରିଗଣିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଲୋକମାନେ ଦେବତାମାନଙ୍କୁ ପୂଜା କରିବାକୁ ଆରମ୍ଭ କଲେ, ଯାହାକି ଅନ୍ୟ ଲୋକମାନେ କରୁଥିଲେ ଏବଂ ସେହି ମୂର୍ତ୍ତିଗୁଡ଼ିକ ଫାନ୍ଦରେ ପରିଗଣିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କ ଦେବତାଗଣର ସେବା କଲେ; ତାହା ସେମାନଙ୍କ ପ୍ରତି ଫାନ୍ଦ ସ୍ୱରୂପ ହେଲା।