Psalms 106:37 — Compare Translations

5 translations compared side by side

Odia - 1840
"ଏପରିକି ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର ପିଲାମାନଙ୍କୁ ଅନ୍ୟ ଦବେତାଙ୍କ ନିକଟରେ ବଳି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର-କନ୍ୟାମାନଙ୍କୁ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ପରମେଶ୍ୱରଙ୍କର ଲୋକମାନେ ସେମାନଙ୍କର ପିଲାମାନଙ୍କୁ ଅନ୍ୟ ଦେବତାଙ୍କ ନିକଟରେ ବଳି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।