Psalms 106:38 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କର ଲୋକମାନେ ନିରୀହ ପିଲାମାନଙ୍କୁ ହତ୍ଯା କଲେ। ସମାନେେ ମଧ୍ଯ ସମାନଙ୍କେ ନିଜ ସନ୍ତାନମାନଙ୍କୁ ହତ୍ଯା କରି ମିଥ୍ଯା ଦବଗେଣ ନିକଟରେ ବଳି ଦେଲେ। ତଣେୁ ଭୂମି, ହତ୍ଯା ପାପରେ ଦୂଷିତ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଲୋକମାନେ ନିରୀହ ପିଲାମାନଙ୍କୁ ହତ୍ୟା କଲେ। ସେମାନେ ମଧ୍ୟ ସେମାନଙ୍କ ନିଜ ସନ୍ତାନମାନଙ୍କୁ ହତ୍ୟା କରି ମିଥ୍ୟା ଦେବଗଣ ନିକଟରେ ବଳି ଦେଲେ। ତେଣୁ ଭୂମି, ହତ୍ୟା ପାପରେ ଦୂଷିତ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।