Psalms 106:39 — Compare Translations
5 translations compared side by side
Odia - 1840
"ତଣେୁ ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର କାର୍ୟ୍ଯଦ୍ବାରା ଅପବିତ୍ର ହାଇେଥିଲେ। ପରମେଶ୍ବରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ବାସୀ ହେଲେ ନାହିଁ। ଅନ୍ୟ ଦେଶୀଯ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ଯ ସପରେି କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ଵାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱରଙ୍କର ଲୋକମାନେ ସେମାନଙ୍କର କାର୍ଯ୍ୟଦ୍ୱାରା ଅପବିତ୍ର ହୋଇଥିଲେ। ପରମେଶ୍ୱରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ୱାସୀ ହେଲେ ନାହିଁ। ଅନ୍ୟ ଦେଶୀୟ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ୟ ସେପରି କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ଆପଣା ଆପଣା କାର୍ଯ୍ୟ ଦ୍ୱାରା ଅପବିତ୍ର ହେଲେ ଓ ବ୍ୟବହାରରେ ବ୍ୟଭିଚାର କଲେ।