Psalms 106:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟାକଲା ସମଯରେ ମାେତେ ଟିକେ ମନେ ପକାଅ। ମାେତେ ମଧ୍ଯ ଉଦ୍ଧାର କରିବାକୁ ମନେପକାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ଵ ନିଅ;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ। ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;