Psalms 106:41 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମାନଙ୍କେୁ ଅନ୍ୟ ଦେଶୀଯମାନଙ୍କ ହସ୍ତରେ ସମର୍ପଣ କଲେ ଓ ସମାନଙ୍କେ ଶତ୍ରୁମାନେ ସମାନଙ୍କେ ଉପରେ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଶତ୍ରୁମାନେ ସେମାନଙ୍କ ଉପରେ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;