Psalms 106:42 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଲୋକମାନଙ୍କର ଶତ୍ରୁମାନେ ସମାନଙ୍କେୁ ନିଯନ୍ତ୍ରଣ କଲେ ଏବଂ ସମାନଙ୍କେର ଜୀବନ ଦୁଃର୍ବିସହ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଲୋକମାନଙ୍କର ଶତ୍ରୁମାନେ ସେମାନଙ୍କୁ ନିୟନ୍ତ୍ରଣ କଲେ ଏବଂ ସେମାନଙ୍କର ଜୀବନ ଦୁଃର୍ବିସହ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।