Psalms 106:43 — Compare Translations
5 translations compared side by side
Odia - 1840
"ଅନକେ ଥର ପରମେଶ୍ବର ସମାନଙ୍କେୁ ଉଦ୍ଧାର କଲେ। ମାତ୍ର ସମାନେେ କ୍ରମାଗତ ପରମେଶ୍ବରଙ୍କ ବିଦ୍ରୋହୀ ହେଲେ ଏବଂ ଆପଣା ଇଚ୍ଛାନୁସାରେ କାର୍ୟ୍ଯରେ ବହୁତ ଗଭୀର ପର୍ୟ୍ଯନ୍ତ ବୁଡ଼ିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଥର ପରମେଶ୍ୱର ସେମାନଙ୍କୁ ଉଦ୍ଧାର କଲେ। ମାତ୍ର ସେମାନେ କ୍ରମାଗତ ପରମେଶ୍ୱରଙ୍କ ବିଦ୍ରୋହୀ ହେଲେ ଏବଂ ଆପଣା ଇଚ୍ଛାନୁସାରେ କାର୍ଯ୍ୟରେ ବହୁତ ଗଭୀର ପର୍ଯ୍ୟନ୍ତ ବୁଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଅନେକ ଥର ସେ ସେମାନଙ୍କୁ ଉଦ୍ଧାର କଲେ; ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ବିଦ୍ରୋହୀ ହେଲେ ଓ ଆପଣା ଆପଣା ଅଧର୍ମରେ କ୍ଷୀଣ ହେଲେ।