Psalms 106:44 — Compare Translations

5 translations compared side by side

Odia - 1840
"କିନ୍ତୁ ଯେତବେେଳେ ପରମେଶ୍ବରଙ୍କ ଲୋକ ବିପଦରେ ପଡ଼ିଲେ ସମାନେେ ସର୍ବଦା ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ ଡାକିଲେ। ଏବଂ ପ୍ରେତ୍ୟକକ ଥର ପରମେଶ୍ବର ସମାନଙ୍କେ ପ୍ରାର୍ଥନା ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେତେବେଳେ ପରମେଶ୍ୱରଙ୍କ ଲୋକ ବିପଦରେ ପଡ଼ିଲେ ସେମାନେ ସର୍ବଦା ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ ଡାକିଲେ। ଏବଂ ପ୍ରତ୍ୟେକ ଥର ପରମେଶ୍ୱର ସେମାନଙ୍କ ପ୍ରାର୍ଥନା ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।