Psalms 106:45 — Compare Translations
5 translations compared side by side
Odia - 1840
"ପରମେଶ୍ବର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦବୋରେ ତାଙ୍କର ମନକୁ ପରିବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସର୍ବଦା ତାଙ୍କର ଚୁକ୍ତି ମନେ କରନ୍ତି ଏବଂ ତାଙ୍କର ମହାନ କରୁଣା ପାଇଁ ଦଣ୍ଡ ଦେବାରେ ତାଙ୍କର ମନକୁ ପରିବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।