Psalms 106:47 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ପରମେଶ୍ବର ଆମ୍ଭକୁ ରକ୍ଷାକର। ଏବଂ ପରମେଶ୍ବର ଆମ୍ଭମାନଙ୍କୁ ଅନ୍ୟ ଦେଶୀଯମାନଙ୍କଠାରୁ ଫରୋଇ ଆଣ। ୟପରେିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରିପାରିବୁ ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହାଇପୋରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ପରମେଶ୍ୱର ଆମ୍ଭକୁ ରକ୍ଷାକର। ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ। ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମକୁ ଧନ୍ୟବାଦ ଦେବା ପାଇଁ, ତୁମ୍ଭ ପ୍ରଶଂସାରେ ଦର୍ପ କରିବା ପାଇଁ ଆମ୍ଭମାନଙ୍କୁ ପରିତ୍ରାଣ କର ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କୁ ସଂଗ୍ରହ କର।