Psalms 106:48 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍!ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ । ପୁଣି, ସମୁଦାୟ ଲୋକ ଆମେନ୍ କୁହନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ। ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ “ଆମେନ୍!” ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ “ଆମେନ୍‍” କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହେଉନ୍ତୁ। ପୁଣି, ସମୁଦାୟ ଲୋକ ଆମେନ୍‍ କୁହନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।