Psalms 106:5 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ୟ୍ଯରେ ନିଯୋଜିତ ହବୋକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ତୁମ୍ଭ ମନୋନୀତ ଲୋକଙ୍କର ସମୃଦ୍ଧି ଦେଖିବି, ତୁମ୍ଭ ଲୋକମାନଙ୍କ ଆନନ୍ଦରେ ଆନନ୍ଦ କରିବି, ତୁମ୍ଭ ଅଧିକାର ସହିତ ଦର୍ପ କରିବି।