Psalms 106:6 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ। ଆମ୍ଭେ ଅଧର୍ମ କରିଅଛୁ। ଅମ୍ଭମାନେେ ଅଧର୍ମ ଭାବରେ କାମ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ। ଆମ୍ଭେ ଅଧର୍ମ କରିଅଛୁ। ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।