Psalms 106:7 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ୟ୍ଯ କ୍ରିଯାମାନ ଦଖାଇେଥିଲା ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାଁନ୍ତି। ତୁମ୍ଭର ବହୁତ ଦୟାର କାମକୁ ସମାନେେ ମନେ ରଖିଲେ ନାହିଁ। ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସମୁଦ୍ର ନିକଟରେ ହେଁ ବିଦ୍ରୋହାଚରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ଯ୍ୟ କ୍ରିୟାମାନ ଦେଖାଇଥିଲ ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାନ୍ତି। ତୁମ୍ଭର ବହୁତ ଦୟାର କାମକୁ ସେମାନେ ମନେ ରଖିଲେ ନାହିଁ। ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପିତୃପୁରୁଷମାନେ ମିସରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ବୁଝିଲେ ନାହିଁ; ସେମାନେ ତୁମ୍ଭ ଦୟାର ବାହୁଲ୍ୟ ସ୍ମରଣ କଲେ ନାହିଁ; ମାତ୍ର ସମୁଦ୍ର ନିକଟରେ, ସୂଫ ସାଗର ନିକଟରେ ହେଁ ବିଦ୍ରୋହାଚରଣ କଲେ।