Psalms 106:8 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ। ସେ ତାଙ୍କର ମହାଶକ୍ତିର ପରିଚଯ ଦବୋ ପାଇଁ ସମାନଙ୍କେୁ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ। ସେ ତାଙ୍କର ମହାଶକ୍ତିର ପରିଚୟ ଦେବା ପାଇଁ ସେମାନଙ୍କୁ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।