Psalms 106:9 — Compare Translations

5 translations compared side by side

Odia - 1840
"ପରମେଶ୍ବର ନିର୍ଦ୍ଦଶେ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା। ପରମେଶ୍ବର ଆମ୍ଭ ପୂର୍ବପୁରୁଷମାନଙ୍କୁ ସହେି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନଲେେ, ମରୁଭୂମିରେ ଚଳାଇବା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସୂଫ ସମୁଦ୍ରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିର୍ଦ୍ଦେଶ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା। ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ସେହି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନେଲେ, ମରୁଭୂମିରେ ଚଳାଇବା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସୂଫ ସାଗରକୁ ଧମକାନ୍ତେ, ତାହା ଶୁଷ୍କ ହେଲା; ତହିଁରେ ପ୍ରାନ୍ତର ଦେଇ ଘେନିଗଲା ପରି ସେ ସେମାନଙ୍କୁ ଗଭୀର ଜଳ ଦେଇ ଘେନିଗଲେ।