Psalms 107:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। କାରଣ ସେ ମହାନ୍। ତାଙ୍କର ଦୟା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପଞ୍ଚମ ପୁସ୍ତକ (ଗୀତସଂହିତା 107-150) ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ। ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।