Psalms 107:10 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହାଇେ ଅନ୍ଧକାରରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି କେହି ପରମେଶ୍ଵରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର କିଛି ଲୋକ ଦୁଃଖ ଓ ଲୌହ ଶୃଙ୍ଖଳରେ ବନ୍ଧାହୋଇ ଅନ୍ଧକାରରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
Odia IRV 2017 (ଓଡିଆ ବାଇବେଲ)
କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,