Psalms 107:11 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ସମାନେେ ପରମେଶ୍ବରଙ୍କ ବାକ୍ଯର ବିରୁଦ୍ଧାଚରଣ କଲେ। ସମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଉପଦେଶକୁ ମାନିବାକୁ ମନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦୁଃଖ ଓ ଲୌହ ଶୃଙ୍ଖଲରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁଛାୟାରେ ବସିଲେ;
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ। ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ଉପଦେଶକୁ ମାନିବାକୁ ମନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଚ୍ଛାୟାରେ ବସିଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ;