Psalms 107:12 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେୁ ନମ୍ର କରଇବୋ ପାଇଁ ଅସୁବିଧାର ସମ୍ମୁଖୀନ କଲେ। ସମାନେେ ପତିତ ହେଲେ ଓ ସାହାୟ୍ଯ କରିବାକୁ କହେି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ନମ୍ର କରେଇବା ପାଇଁ ଅସୁବିଧାର ସମ୍ମୁଖୀନ କଲେ। ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା।