Psalms 107:14 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମାନଙ୍କେୁ ଅନ୍ଧକାର ଓ ମୃତ୍ଯୁ ଛାଯାରୁ ସମାନଙ୍କେୁ ବାହାର କରି ଆଣିଲେ ଓ ସମାନଙ୍କେ ବନ୍ଧନ ଛଦନେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ଧକାର ଓ ମୃତ୍ୟୁଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ଅନ୍ଧକାର ଓ ମୃତ୍ୟୁ ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ।