Psalms 107:15 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କର କରୁଣା ପ୍ରମେ ପାଇଁ ତାଙ୍କୁ ଧନ୍ଯବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି ବୋଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କର କରୁଣା ପ୍ରେମ ପାଇଁ ତାଙ୍କୁ ଧନ୍ୟବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
Odia IRV 2017 (ଓଡିଆ ବାଇବେଲ)
ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!