Psalms 107:16 — Compare Translations
5 translations compared side by side
Odia - 1840
"ପରମେଶ୍ବର ପିତ୍ତଳ ଫାଟକକୁ ଭାଙ୍ଗି ଦଇପୋରିବେ। ସେ କଏଦୀମାନଙ୍କର ଲୌହ ନିର୍ମିତ ଫାଟକରେ ଥିବା ଲୁହା ଅର୍ଗଳକୁ ଭାଙ୍ଗି ଚୂନା କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେ ପିତ୍ତଳ-ଦ୍ଵାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପିତ୍ତଳ ଫାଟକକୁ ଭାଙ୍ଗି ଦେଇ ପାରିବେ। ସେ କଏଦୀମାନଙ୍କର ଲୌହ ନିର୍ମିତ ଫାଟକରେ ଥିବା ଲୁହା ଅର୍ଗଳକୁ ଭାଙ୍ଗି ଚୂନା କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।