Psalms 107:18 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ବହୁତ ରୁଗ୍ଣ ଥିଲେ। ଖାଦ୍ୟ ପରିତ୍ଯାଗ କରିଥିଲେ। ସମାନେେ ପ୍ରାଯ ମୃତବତ୍ ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁଦ୍ଵାରର ନିକଟବର୍ତ୍ତୀ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ବହୁତ ରୁ‌‌ଗ୍‌‌ଣ ଥିଲେ। ଖାଦ୍ୟ ପରିତ୍ୟାଗ କରିଥିଲେ। ସେମାନେ ପ୍ରାୟ ମୃତବତ୍ ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।