Psalms 107:2 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ବ୍ଯକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍। ସଦାପ୍ରଭୁ ସମାନଙ୍କେର ଶତ୍ରୁମାନଙ୍କଠାରୁ ସମାନଙ୍କେୁ ରକ୍ଷା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍। ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
Odia IRV 2017 (ଓଡିଆ ବାଇବେଲ)
ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,